ଅଭିନେତ୍ରୀ ପ୍ରକୃତିଙ୍କୁ ପୁଲିସର ପଚରାଉଚରା

ବାବୁସାନ୍ ତାଙ୍କ ପରିବାରକୁ ଫେରି ଆସୁ କହିଲେ ମନ୍ମଥ ମିଶ୍ର ଭୁବନେଶ୍ବର: ଚେନ୍ନାଇରୁ ଫେରିବା ପରେ ଆଜି ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କୁ ଖାରବେଳନଗର ଥାନା ପୁଲିସ୍ ପଚରାଉଚରା କରିଛି। ଖାରବେଳନଗର ଥାନା ଅଧିକାରୀ ଓ ମହିଳା ତଦନ୍ତକାରୀ ଅଧିକାରୀ ଆଜି ସତ୍ୟବିହାରସ୍ଥିତ ପ୍ରକୃତିଙ୍କ ବାପା ମନ୍ମଥ ମିଶ୍ରଙ୍କ ଘରେ ପହଞ୍ଚିଥିଲେ। ବାବୁସାନଙ୍କ ପତ୍ନୀ ତୃପ୍ତିଙ୍କ ଲିଖିତ ଅଭିଯୋଗ ଆଧାରରେ ପୁଲିସ୍ ସେଠାକୁ ଯାଇ ପ୍ରାୟ ଘଣ୍ଟାଏ କାଳ ପ୍ରକୃତିଙ୍କୁ ପଚରାଉଚରା … Continue reading ଅଭିନେତ୍ରୀ ପ୍ରକୃତିଙ୍କୁ ପୁଲିସର ପଚରାଉଚରା