ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା : ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଦୁର୍ବଳ ଅବସ୍ଥାରେ ଗତି କରୁଛି। ସେଥିପାଇଁ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ … Continue reading ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା : ୟେଲୋଓ୍ଵାର୍ଣ୍ଣିଂ ଜାରି