ଘର ବାଲକୋନିରେ ବାବୁସାନ୍ : ଉଚିତ ସମୟରେ ଠିକ୍ କଥା କହିବି

ଭୁବନେଶ୍ବର: ଗତକାଲି ଭୁବନେଶ୍ବର ଫେରିଥିବା ବାବୁସାନ୍ ଆଜି ନିଜ ଘର ବାଲକୋନିକୁ ଆସି ଗଣମାଧ୍ୟମ ପ୍ରତିନିଧିଙ୍କୁ ନମସ୍କାର କରିଛନ୍ତି। ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ କହିଛନ୍ତି, ମୁଁ ପରିବାର ପାଖରେ ଅଛି। ସେଥିପାଇଁ ବହୁତ ଖୁସି ଅଛି। ଠିକ୍ ସମୟରେ ଠିକ୍ କଥା କହିବି। ଏଇ ଅଳ୍ପ କଥା କହି ବାବୁସାନ୍ ଘର ଭିତରକୁ ଚାଲିଯାଇଥିଲେ। ଏହି ସମୟରେ ବାବୁସାନଙ୍କ ସହ ତାଙ୍କର ମାଆ ଅପରାଜିତା ମହାନ୍ତି ମଧ୍ୟ … Continue reading ଘର ବାଲକୋନିରେ ବାବୁସାନ୍ : ଉଚିତ ସମୟରେ ଠିକ୍ କଥା କହିବି