ଗୃହରେ ଆଉଟସୋର୍ସିଂ ଓ ଠିକା ନିଯୁକ୍ତିକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଲେ ବିରୋଧୀ

ଭୁବନେଶ୍ବର: ଗୃହରେ ‘ଠିକା ନିଯୁକ୍ତିରେ ଚାଲିଛି ଓଡିଶା ସରକାର’ଶୀର୍ଷକ ମୁଲତବୀ ପ୍ରସ୍ତାବ ବିଜେପି ପକ୍ଷରୁ ଆଗତ କରଯାଇଥିଲା। ଆଲୋକଚନାରେ ଅଂଶ ଗ୍ରହଣ କରି ଆଉଟ ସୋର୍ସିଂ ଓ ଠିକା ନିଯୁକ୍ତିକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ରାଜ୍ୟ ସରକାରଙ୍କ ୪୩ଟି ବିଭାଗରେ ୨ ଲକ୍ଷ ୨୬ ହଜାର ୫ ଶହ ୫୯ ସରକାରୀ ପଦବି ଖାଲି ପଡ଼ିଛି। ଗୃହ ବିଭଗରେ ୨୬୭୯୮, ରାଜସ୍ୱରେ ୧୨୭୬୧, ବିଦ୍ୟାଳୟ ଓ ଗଣଶିକ୍ଷାରେ … Continue reading ଗୃହରେ ଆଉଟସୋର୍ସିଂ ଓ ଠିକା ନିଯୁକ୍ତିକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଲେ ବିରୋଧୀ