ରାଜ୍ୟରେ ୨୩ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା : ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଦୁର୍ବଳ ଅବସ୍ଥାରେ ଗତି କରୁଛି। ସେଥିପାଇଁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ତବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୩ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ … Continue reading ରାଜ୍ୟରେ ୨୩ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା : ୟେଲୋଓ୍ଵାର୍ଣ୍ଣିଂ ଜାରି