ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଶୁଖିଲା ପାଗ : ୬ରୁ ପୁଣି ବର୍ଷା

ଭୁବନେଶ୍ବର: ରାଜ୍ୟରେ ଆଗାମୀ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଏହିଭଳି ଶୁଖିଲା ପାଗ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ କୁହାଯାଇଛି ଯେ ୫ ଦିନ ଯାଏଁ ବର୍ଷା ହେବା ସମ୍ଭାବନା ନାହିଁ। ୫ ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ଆସିବ। ପୁଣି ମୌସୁମୀ ସକ୍ରିୟ ହେବ ଏବଂ ବର୍ଷା ହେବ। ୬/୭ ତାରିଖ ଆଡ଼କୁ ଏକ ଛୋଟ ଧରଣର ଲଘୁଚାପ କ୍ଷେତ୍ର ସୃଷ୍ଟି … Continue reading ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଶୁଖିଲା ପାଗ : ୬ରୁ ପୁଣି ବର୍ଷା