ମୈତ୍ରୀ ବିଦ୍ୟୁତ୍‌ ପ୍ରକଳ୍ପ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦୀ, ଶେଖ ହସିନା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ମିଳିତ ଭାବେ ୧୩୨୦ ମେଗାୱାଟ ବିଶିଷ୍ଟ ମୈତ୍ରୀ ସୁପର ଥର୍ମାଲ ପାୱାର ଷ୍ଟେସନର ଉଦ୍‌ଘାଟନ କରିବେ। ବାଂଲାଦେଶର ବୃହତ୍ତମ ବିଦ୍ୟୁତ୍ ଉତ୍ପାଦନ କେନ୍ଦ୍ର ଭାବରେ ପରିଚିତ ଏହି କୋଇଲା ଚାଳିତ ପାୱାର ଷ୍ଟେସନ୍ ବାଂଲାଦେଶ ଇଣ୍ଡିଆ ଫ୍ରେଣ୍ଡସିପ୍ ପାୱାର କମ୍ପାନି ଲିମିଟେଡ୍ ଦ୍ୱାରା ଭାରତର ଏନ୍‌ଟିପିସି ଏବଂ ବାଂଲାଦେଶ ଶକ୍ତି ବିକାଶ ବୋର୍ଡର ମିଳିତ ଉଦ୍ୟମରେ … Continue reading ମୈତ୍ରୀ ବିଦ୍ୟୁତ୍‌ ପ୍ରକଳ୍ପ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦୀ, ଶେଖ ହସିନା