ରାଜ୍ୟରେ ୧୮ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା : ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଦୁର୍ବଳ ଅବସ୍ଥାରେ ଗତି କରୁଛି। ସେଥିପାଇଁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ତବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ୧୮ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା … Continue reading ରାଜ୍ୟରେ ୧୮ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା : ୟେଲୋଓ୍ଵାର୍ଣ୍ଣିଂ ଜାରି