ବହୁଚର୍ଚ୍ଚିତ କାଷ୍ଟିଂ କାଉଚ୍ ମାମଲା : ନିର୍ଦ୍ଦୋଷରେ ଖଲାସ ହେଲେ ଅଭିନେତା ପପୁ ପମପମ୍

ଭୁବନେଶ୍ବର: ଭୁବନେଶ୍ୱରର ବହୁଚର୍ଚ୍ଚିତ କାଷ୍ଟିଂ କାଉଚ୍ ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ଅଭିନେତା ପପୁ ପମପମ୍ ଓ ତାଙ୍କର ସହଯୋଗୀ ଗିଟୁ। ପୋକ୍ସୋ କୋର୍ଟ ଉଭୟଙ୍କୁ କ୍ଲିନଚିଟ୍ ଦେଇଛନ୍ତି। ଜଣେ ନାବାଳିକାଙ୍କୁ ଚଳଚ୍ଚିତ୍ରରେ ଅଭିନୟ କରିବାର ସୁଯୋଗ ଦେବା ବାହାନାରେ ଓଡ଼ିଆ ଫିଲ୍ମ ଜଗତର ଚର୍ଚିତ ହାସ୍ୟ କଳାକାର ତତ୍ତ୍ୱପ୍ରକାଶ ଶତପଥୀ ଓରଫ ପପୁ ପମୁପମ୍ ଅସଦାଚରଣ କରିବା ଅଭିଯୋଗ ହୋଇଥିଲା। ଏନେଇ ପପୁ ପମପମ ଓରଫ ତତ୍ତ୍ୱ ପ୍ରକାଶ … Continue reading ବହୁଚର୍ଚ୍ଚିତ କାଷ୍ଟିଂ କାଉଚ୍ ମାମଲା : ନିର୍ଦ୍ଦୋଷରେ ଖଲାସ ହେଲେ ଅଭିନେତା ପପୁ ପମପମ୍