ନରେନ୍ଦ୍ର ମୋଦୀଙ୍କ ଅନୁରୋଧ ରଖିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ଅଗଷ୍ଟ ୨ରୁ ଅଗଷ୍ଟ ୧୫ ପର୍ଯ୍ୟନ୍ତ ତ୍ରିରଙ୍ଗା ପତାକାକୁ ସାମାଜିକ ଗଣମାଧ୍ୟମ ‘ଡିସ୍‌ପ୍ଲେ ପିକ୍‌ଚର୍‌’(ଡିପି) କରନ୍ତୁ ବୋଲି ମଙ୍ଗଳବାର ମାସିକ ବେତାର କାର୍ଯ୍ୟକ୍ରମ ‘ମନ୍‌ କି ବାତ୍‌’ର ୯୧ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ କହିଥିଲେ। ପ୍ରଧାନମନ୍ତ୍ରୀଙ୍କ କଥା ମାନି ଅନେକ ଦେଶବାସୀ ନିଜର ଡିପି ବଦଳାଇଥିବା ବେଳେ ସବୁ କଥାରେ ବିରୋଧ କରୁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ କଥା ମାନିଛନ୍ତି। ପ୍ରଧାନମନ୍ତ୍ରୀଙ୍କ … Continue reading ନରେନ୍ଦ୍ର ମୋଦୀଙ୍କ ଅନୁରୋଧ ରଖିଲେ ରାହୁଲ ଗାନ୍ଧୀ