୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ : ୧୧ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ

ଭୁବନେଶ୍ବର : ଶୁକ୍ରବାରଦିନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସୁଦ୍ଧା ଆହୁରି ଘନୀଭୂତ ହୋଇଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ଓ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ … Continue reading ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ : ୧୧ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ