୪ ଦିନିଆ ରିମାଣ୍ଡରେ ଗଲେ ଶିଳ୍ପପତି ମହିମା ମିଶ୍ରଙ୍କ ସାନପୁଅ ଚର୍ଚ୍ଚିତ

ଭୁବନେଶ୍ବର: ଶିଳ୍ପପତି ମହିମା ମିଶ୍ରଙ୍କ ସାନପୁଅ ଚର୍ଚ୍ଚିତ ମିଶ୍ରଙ୍କୁ ସିବିଆଇ ୪ ଦିନିଆ ରିମାଣ୍ଡରେ ନେଇଛି। ସିବିଆଇ ଅଧିକ ପଚରାଉଚରା ପାଇଁ ଚର୍ଚ୍ଚିତଙ୍କୁ ରିମାଣ୍ଡରେ ନେଇଥିବା ଜଣାଯାଇଛି। ରିମାଣ୍ଡ ଅବଧି ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ଏହା ଅଗଷ୍ଟ ୯ରେ ସରିବ ଏବଂ ଆସନ୍ତା ୧୦ ତାରିଖ ଦିନ ୨ଟାରେ ଚର୍ଚ୍ଚିତଙ୍କୁ କୋର୍ଟରେ ହାଜର କରାଯିବ। ଚର୍ଚ୍ଚିତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଇ ଡାଏଟ୍ ଓ ଔଷଧ ଦେବାକୁ କୋର୍ଟ ନିର୍ଦ୍ଦେଶ … Continue reading ୪ ଦିନିଆ ରିମାଣ୍ଡରେ ଗଲେ ଶିଳ୍ପପତି ମହିମା ମିଶ୍ରଙ୍କ ସାନପୁଅ ଚର୍ଚ୍ଚିତ