ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଐତିହାସିକ ବିଜୟ : ପ୍ରଥମ ପଦକ ନିଶ୍ଚିତ କଲା ଭାରତୀୟ ମହିଳା କ୍ରିକେଟ୍ ଦଳ

ନୂଆଦିଲ୍ଲୀ: ବ୍ରିଟେନର ବର୍ମିଂହାମଠାରେ ଚାଲିଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ରେ ଭାରତ, ଇଂଲଣ୍ଡର ମହିଳା କ୍ରିକେଟ୍ ଦଳକୁ ହରାଇ ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡର ମହିଳା କ୍ରିକେଟ୍ ଦଳକୁ ହରାଇ ଭାରତୀୟ ମହିଳା କ୍ରିକେଟ୍ ଦଳ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଇତିହାସରେ ପ୍ରଥମ ପଦକ ହାସଲ କରି ପ୍ରଥମ ପଦକ ନିଶ୍ଚିତ କରିଛି। ସେମିଫାଇନାଲ ମ୍ୟାଚରେ ଟିମ୍ ଇଣ୍ଡିଆ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିଲା। ୨୦ ଓଭରରେ ୫ୱିକେଟ୍ ହରାଇ ୧୫୯ରନ୍ … Continue reading ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଐତିହାସିକ ବିଜୟ : ପ୍ରଥମ ପଦକ ନିଶ୍ଚିତ କଲା ଭାରତୀୟ ମହିଳା କ୍ରିକେଟ୍ ଦଳ