ସ୍ବର୍ଗତ ରାଜେନ୍ଦ୍ର ନାରାୟଣ ସିଂଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା

ଭୁବନେଶ୍ୱର : ବିଜୁ ଶ୍ରମିକ ସାମୁଖ୍ୟ କାର୍ଯ୍ୟାଳୟରେ ବିଶିଷ୍ଟ ଶ୍ରମିକ ନେତା ସ୍ବର୍ଗତ ରାଜେନ୍ଦ୍ର ନାରାୟଣ ସିଂଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇ ଯାଇଛି। ଶ୍ରମିକ ସାମୁଖ୍ୟର ମୁଖ୍ୟ ତଥା କଟକ ମେୟର ସୁବାସ ସିଂହଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜେନ୍ଦ୍ର ବାବୁଙ୍କ ସ୍ମୃତି ଚାରଣ କରିବା ସହ ଶ୍ରମ ସଂଗଠନ ପ୍ରତି ସ୍ବର୍ଗତ ସିଂଙ୍କ ଅବଦାନକୁ … Continue reading ସ୍ବର୍ଗତ ରାଜେନ୍ଦ୍ର ନାରାୟଣ ସିଂଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ସଭା