ବିନା ଭୟ ଓ ଅନୁଗ୍ରହରେ ଗଣମାଧ୍ୟମ ତାର କର୍ତ୍ତବ୍ୟ ସଂପାଦନ କରିବା ଉଚିତ: ମୁଖ୍ୟମନ୍ତ୍ରୀ

କଟକ: ବିନା ଭୟ ଓ ଅନୁଗ୍ରହରେ ଗଣମାଧ୍ୟମ ତାର କର୍ତ୍ତବ୍ୟ ସଂପାଦନ କରିବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଛନ୍ତି। ଦୈନିକ ‘ପ୍ରଜାତନ୍ତ୍ର’ର ୭୫ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏକଥା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ସାରା ଦେଶ … Continue reading ବିନା ଭୟ ଓ ଅନୁଗ୍ରହରେ ଗଣମାଧ୍ୟମ ତାର କର୍ତ୍ତବ୍ୟ ସଂପାଦନ କରିବା ଉଚିତ: ମୁଖ୍ୟମନ୍ତ୍ରୀ