ଲଘୁଚାପ ସକ୍ରିୟ; ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା

୩ ଜିଲ୍ଲାକୁ ‘ରେଡ୍‌’ ଓ୍ଵାର୍ଣ୍ଣିଂଜାରି ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶା ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ପଶ୍ଚିମ କେନ୍ଦ୍ରୀୟ ଉପସାଗର ଉପରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସହିତ ଜଡିତ ସାମୁଦ୍ରିକ ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଏକ ଅବପାତରେ ପରିଣତ ହୋଇ ସମଗ୍ର ଓଡିଶାର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା … Continue reading ଲଘୁଚାପ ସକ୍ରିୟ; ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା