ରାଜ୍ୟଗୋଷ୍ଠୀ କ୍ରୀଡ଼ା : ବ୍ୟାଡମିଣ୍ଟନରେ ସ୍ବର୍ଣ୍ଣ ଜିତିଲେ ସିନ୍ଧୁ

ବର୍ମିଂହାମ : ବର୍ମିହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ବ୍ୟାଡମିଣ୍ଟନ ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତି ଇତିହାସ ସୃଷ୍ଟି କରିଛନ୍ତି ପି.ଭି.ସିନ୍ଧୁ। ବିଶ୍ବର ନଂ୭ ମାନ୍ୟତାପ୍ରାପ୍ତ ସିନ୍ଧୁ ସିଙ୍ଗଲ୍ସ ଫାଇନାଲରେ କାନାଡାର ମିସେଲ ଲିଙ୍କୁ ୨୧-୧୫, ୨୧-୧୩ରେ ପରାସ୍ତ କରି ଏହି ସଫଳତା ହାସଲ କରିଛନ୍ତି। ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଏହା ସିନ୍ଧୁଙ୍କର ୩ୟ ସିଙ୍ଗଲ୍ସ ପଦକ ତଥା ପ୍ରଥମ ସ୍ବର୍ଣ୍ଣ ପଦକ। ସୋମବାର ଅନୁଷ୍ଠିତ ସିଙ୍ଗଲ୍ସ ଫାଇନାଲ ମ୍ୟାଚ ଉପରେ ସମସ୍ତଙ୍କ ନଜର ଥିଲା। … Continue reading ରାଜ୍ୟଗୋଷ୍ଠୀ କ୍ରୀଡ଼ା : ବ୍ୟାଡମିଣ୍ଟନରେ ସ୍ବର୍ଣ୍ଣ ଜିତିଲେ ସିନ୍ଧୁ