କଟକରେ ମାରାଥନ୍‌ ରେଡ୍‌ ପରେ ଆସିଲା ସାଂଘାତିକ୍‌ ସତ

କଟକ: କଟକ ସହରର ବିଭିନ୍ନ ପେଟ୍ରୋଲ ପମ୍ପ ଉପରେ ଯୋଗାଣ ବିଭାଗ ଓ ଓଜନ-ମାପ ବିଭାଗର ମିଳିତ ଚଢାଉ।  କେତେକ ପେଟ୍ରୋଲ ପମ୍ପରେ ଅପମିଶ୍ରିତ ଓ କମ୍ ପରିମାଣର ତେଲ ବିକ୍ରି କରାଯାଉଥିବା ଅଭିଯୋଗ ହୋଇ ଆସୁଥିଲା।  ଚଢାଉ ବେଳେ ସିଡିଏର ଏକ ପେଟ୍ରୋଲ ପମ୍ପର ୨ଟି ପମ୍ପକୁ ସିଲ୍ କରାଯିବା ସହ ୪୦ ଲିଟର ଖୋଲା ପେଟ୍ରୋଲ୍ ଜବତ ହୋଇଛି । ଆଗକୁ କଟକ ଜିଲାର ବିଭିନ୍ନ ଅଂଚଳରେ … Continue reading କଟକରେ ମାରାଥନ୍‌ ରେଡ୍‌ ପରେ ଆସିଲା ସାଂଘାତିକ୍‌ ସତ