ପ୍ରକାଶ ପାଇଲା ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ : କଳାରେ ୮୨.୧୦ ପ୍ରତିଶତ ପିଲା ପାସ୍‌

ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। କଳାରେ ୮୨.୧୦ ପ୍ରତିଶତ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି। ସେହିପରି ଧନ୍ଦାମୂଳକ ବିଷୟରେ ୭୦.୩୫ ପ୍ରତିଶତ ପିଲା ଉତ୍ତୀର୍ଣ୍ଣ ହୋଇଛନ୍ତି। ଅପରାହ୍ନ ୪ଟାରେ ଭୁବନେଶ୍ବରସ୍ଥିତ ପରିଷଦ କାର୍ଯ୍ୟାଳୟରେ ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ ଅଶ୍ବିନୀ ମିଶ୍ର ପରୀକ୍ଷା ଫଳ ଘୋଷଣା କରିଛନ୍ତି। ରେଜଲ୍ଟ ପ୍ରକାଶିତ ହେଲା ପରେ … Continue reading ପ୍ରକାଶ ପାଇଲା ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ : କଳାରେ ୮୨.୧୦ ପ୍ରତିଶତ ପିଲା ପାସ୍‌