ଆଜି ଭାରତକୁ ଆଉ ଏକ ସ୍ବର୍ଣ୍ଣ ଦେଲେ ୨୦ବର୍ଷୀୟ ଲକ୍ଷ୍ୟ ସେନ୍

ବର୍ମିଂହାମ : ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସୋମବାରଦିନଟି ଭାରତ ପାଇଁ ସ୍ମରଣୀୟ ଦିନରେ ପରିଣତ ହେବାକୁ ଯାଉଛି। ଆଜି ବ୍ୟାଡମିଣ୍ଟନରେ ଭାରତ ଦୁଇଟି ସ୍ବର୍ଣ୍ଣ ପଦକ ହାସଲ କରିଛି। ପ୍ରଥମ ପି.ଭି. ସିନ୍ଧୁ ମହିଳା ସିଙ୍ଗଲ୍ସରେ ସ୍ବର୍ଣ୍ଣ ଜିତିବା ପରେ ପୁରୁଷ ସିଙ୍ଗଲ୍ସରେ ସ୍ବର୍ଣ୍ଣ ଜିତି ଇତିହାସ ସୃଷ୍ଟି କରିଛନ୍ତି ୨୦ ବର୍ଷୀୟ ଲକ୍ଷ୍ୟ ସେନ। ନିଜର ପ୍ରଥମ ରାଜ୍ୟଗୋଷ୍ଠୀ ପଦାର୍ପଣରେ ସ୍ବର୍ଣ୍ଣିମ ସଫଳତା ହାସଲ କରି ସେ ଭାରତ … Continue reading ଆଜି ଭାରତକୁ ଆଉ ଏକ ସ୍ବର୍ଣ୍ଣ ଦେଲେ ୨୦ବର୍ଷୀୟ ଲକ୍ଷ୍ୟ ସେନ୍