ରାଜ୍ୟରେ ୨୪ ଘଣ୍ଟାରେ ୬୫୩ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଗତକାଲି ରାଜ୍ୟରେ କରୋନା ସଂକ୍ରମଣ ୫ ଶହ ତଳେ ଥିବା ବେଳେ ଆଜି ୬୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୬୯ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ୦-୧୮ ବର୍ଷ ବର୍ୟସ ମଧ୍ୟରେ ଅଛନ୍ତି ୧୨୮ ଜଣ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୦୬୬୭ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ … Continue reading ରାଜ୍ୟରେ ୨୪ ଘଣ୍ଟାରେ ୬୫୩ କରୋନା ସଂକ୍ରମିତ ଚିହ୍ନଟ