ଆରପାରିରେ ଅଭିନେତ୍ରୀ ତଥା ବିଜେପି ନେତ୍ରୀ ସୋନାଲୀ ଫୋଗଟ୍‌

ନୂଆଦିଲ୍ଲୀ: ଭାରତୀୟ ଅଭିନେତ୍ରୀ ତଥା ବିଜେପି ନେତ୍ରୀ ସୋନାଲୀ ଫୋଗଟ୍‌ ଆଉ ନାହାନ୍ତି। ତାଙ୍କର ଗତକାଲି ରାତିରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସୋନାଲୀ ତାଙ୍କର କିିଛି କର୍ମଚାରୀଙ୍କ ସହ ଗୋଆ ବୁଲିବାକୁ ଯାଇଥିବା ବେଳେ ସେହିଠାରେ ହିଁ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି। ସୋନାଲୀଙ୍କୁ ‌ଶେଷ ଥର ପାଇଁ ‘ବିଗ୍‌ବସ୍‌-୧୪’ରେ ଦେଖିବାକୁ ମିଳିଥିଲେ। ସେ ଜଣେ ୱାଇଲ୍ଡକାର୍ଡ ପ୍ରତିଯୋଗୀ ଭାବେ ବିଗ୍‌ବସ୍‌ରେ ପ୍ରବେଶ କରିଥିଲେ। ତାହା ପରେ ତାଙ୍କୁ … Continue reading ଆରପାରିରେ ଅଭିନେତ୍ରୀ ତଥା ବିଜେପି ନେତ୍ରୀ ସୋନାଲୀ ଫୋଗଟ୍‌