ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୧ ଜିଲ୍ଲାରେ କାଳବୈଶାଖୀ : ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟ ଉପରେ ଏବେ କୌଣସି ଘୂର୍ଣ୍ଣିବଳୟ ସକ୍ରିୟ ନାହିଁ କିମ୍ବା ମୌସୁମୀ ଟ୍ରଫ ଲାଇନ ମଧ୍ୟ ସକ୍ରିୟ ଅବସ୍ଥାରେ ନାହିଁ। ଏ ପରିସ୍ଥିତିରେ ରାଜ୍ୟରେ କୌଣସି ପ୍ରକାରର ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ଓଡିଶାର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ … Continue reading ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୧ ଜିଲ୍ଲାରେ କାଳବୈଶାଖୀ : ୟେଲୋଓ୍ଵାର୍ଣ୍ଣିଂ ଜାରି