କମୁଛି କରୋନା ସଂକ୍ରମଣ : ରାଜ୍ୟରେ ଦିନକ ମଧ୍ୟରେ ୨୩୨ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ୨୩୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧-୧୮ ବର୍ଷ ବୟସ ମଧ୍ୟରେ ୩୮ ଜଣ ଅଛନ୍ତି। ୧୩୬ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୯୬ ଜଣ। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଳାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୮ ଜଣ, ବୌଦ୍ଧରୁ … Continue reading କମୁଛି କରୋନା ସଂକ୍ରମଣ : ରାଜ୍ୟରେ ଦିନକ ମଧ୍ୟରେ ୨୩୨ ସଂକ୍ରମିତ ଚିହ୍ନଟ