ବାପାଙ୍କ ଶ୍ରାଦ୍ଧ ପୂର୍ବରୁ ଆତ୍ମହତ୍ୟା କଲେ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି

କଟକ: ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀ ଆତ୍ମହତ୍ୟା କରିଛନ୍ତି। ଆଜି କଟକର ସିଡିଏ ସେକ୍ଟର -୯ ସ୍ଥିତ ସରକାରୀ ଘରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ ସିଡିଏ ସ୍ଥିତ ବାସଭବନରୁ ତାଙ୍କୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇ କଟକର ଏକ ବେସରକାରୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା ଓ ହସ୍ପିଟାଲ କର୍ତ୍ତୃପକ୍ଷ ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ। ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ … Continue reading ବାପାଙ୍କ ଶ୍ରାଦ୍ଧ ପୂର୍ବରୁ ଆତ୍ମହତ୍ୟା କଲେ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି