୪ ଦିନିଆ ପୁଲିସ ହେପାଜତରେ ଗଲେ ଦୁଷ୍କର୍ମ ଅଭିଯୁକ୍ତ ଲିଙ୍ଗାୟତ ସାଧୁ

ବେଙ୍ଗାଲୁରୁ: ଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା କର୍ଣ୍ଣାଟକର ଲିଙ୍ଗାୟତ ସାଧୁ ଶିବମୂର୍ତ୍ତି ମୁରୁଗା ଶରାନାରୁଙ୍କୁ ଶୁକ୍ରବାର ଦିନ ଚାରି ଦିନିଆ ପୁଲିସ ହେପାଜତକୁ ପଠାଯାଇଛି। ନାବାଳିକାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗରେ ଚିତ୍ରଦୁର୍ଗାର ମୁରୁଗା ମଠର ମୁଖ୍ୟ ସାଧୁଙ୍କୁ ଗୁରୁବାର ଗିରଫ କରାଯାଇଥିଲା। ଏହା ପୂର୍ବରୁ ଶୁକ୍ରବାର ଦିନ ହାଜତରେ ଗିରଫ ସାଧୁଙ୍କର କିଛି ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବା ପରେ ଶିବମୂର୍ତ୍ତି ମୁରୁଗା ଶରାନାରୁଙ୍କୁ ବେଙ୍ଗାଲୁରୁ ସ୍ଥାନାନ୍ତର କରାଯାଇଥିଲା। ସୂଚନା … Continue reading ୪ ଦିନିଆ ପୁଲିସ ହେପାଜତରେ ଗଲେ ଦୁଷ୍କର୍ମ ଅଭିଯୁକ୍ତ ଲିଙ୍ଗାୟତ ସାଧୁ