ଲାଇଫଟାଇମ ଆଚିଭମେଣ୍ଟ ସମ୍ମାନ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ନବୀନ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ ଭି ରମନାଙ୍କଠାରୁ ଲାଇଫଟାଇମ ଆଚିଭମେଣ୍ଟ ସମ୍ମାନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟରରେ କ୍ୟାପିଟାଲ ଫାଉଣ୍ଡେସନ୍ ସୋସାଇଟି ପକ୍ଷରୁ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ.ଭି ରମନା ମୁଖ୍ୟମନ୍ତ୍ରୀଙ୍କୁ ଏହି ସମ୍ମାନ ଜନକ ପୁରସ୍କାର ପ୍ରଦାନ କରିଛନ୍ତି। ଦୀର୍ଘ ୨୫ବର୍ଷ ଧରି ନିଜକୁ ଜନସେବାରେ … Continue reading ଲାଇଫଟାଇମ ଆଚିଭମେଣ୍ଟ ସମ୍ମାନ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ନବୀନ