“ଲୋକେ ରେସନ୍‌ କିଣନ୍ତି, କିନ୍ତୁ ‘ବିଜେପି’ ବିଧାୟକ କିଣୁଛନ୍ତି” – ହେମନ୍ତ ସୋରେନ୍‌

ରାଞ୍ଚି: ଲୋକେ ରେସନ୍‌ କିଣନ୍ତି, କିନ୍ତୁ ‘ବିଜେପି’ ବିଧାୟକମାନଙ୍କୁ କିଣୁଛି ବୋଲି ଆଜି ବିଧାନସଭାରେ ଆସ୍ଥା ଭୋଟ୍‌ ଆଗତ ସଂଖ୍ୟା ଗରିଷ୍ଠତା ପ୍ରମାଣ କରିଥିବା ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ କହିଛନ୍ତି। ଏହି ଆସ୍ଥା ଭୋଟ୍‌ରେ ସୋରେନ୍‌ଙ୍କ ସପକ୍ଷରେ ସମୁଦାୟ ୪୮ଟି ଭୋଟ୍‌ ପଡ଼ିଥିଲା। ଦୁର୍ନୀତି ଅଭିଯୋଗ ଆସିବା ପରେ ଅଡୁଆରେ ପଡ଼ିଯାଇଥିବା ମୁଖ୍ୟମନ୍ତ୍ରୀ ସୋରେନ୍‌ ଆଜି ଝାଡ଼ଖଣ୍ଡ ବିଧାନସଭାର ଦିନିକିଆ ବିଶେଷ ଅଧିବେଶନ ଡକାଇ ଆସ୍ଥା ଭୋଟ୍‌ ପାଇଁ … Continue reading “ଲୋକେ ରେସନ୍‌ କିଣନ୍ତି, କିନ୍ତୁ ‘ବିଜେପି’ ବିଧାୟକ କିଣୁଛନ୍ତି” – ହେମନ୍ତ ସୋରେନ୍‌