ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ରାଜଧାନୀରେ ଭିଡ କଲେ ବିଜେଡି କର୍ମୀ : ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ବର : ‘ଜୀବନବ୍ୟାପୀ ସାଧନା ସମ୍ମାନ’ରେ ସମ୍ମାନିତ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ହଜାର ହଜାର ବିଜେଡି କର୍ମୀ ଭୁବନେଶ୍ବରରେ ଆସି ପହଞ୍ଚିଲେଣି। ସେପଟେ ଟ୍ରାଫିକ୍ ବ୍ୟବସ୍ଥା ସହ ସୁରକ୍ଷା ବ୍ୟବସ୍ଥାକୁ ପୁରା କଡ଼ାକଡ଼ି କରାଯାଇଛି। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଦୁଇଟି ରାସ୍ତାରୁ ଗୋଟେ ରାସ୍ତାରେ ଜନସାଧାରଣଙ୍କ ପାଇଁ ଖୋଲା ରଖାଯାଇଥିବା ବେଳେ.ଆଉ ଗୋଟେ ରାସ୍ତା କର୍ମୀମାନଙ୍କ ପାଇଁ ରହିଛି। ଏଥିଲାଗି ରାଜଧାନୀରେ ୪୦ପ୍ଲାଟୁନ ପୁଲିସ୍ ଫୋର୍ସ ମୁତୟନ … Continue reading ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ରାଜଧାନୀରେ ଭିଡ କଲେ ବିଜେଡି କର୍ମୀ : ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି