କମାଲ କଲା ବ୍ରହ୍ମାସ୍ତ୍ର : ରିଲିଜ୍ ପୂର୍ବରୁ ଆଡ଼ଭାନ୍ସ ବୁକିଂରୁ ଆୟ କଲା ୧୮କୋଟି

ମୁମ୍ବାଇ: ଚଳଚ୍ଚିତ୍ର ‘ବ୍ରହ୍ମାସ୍ତ୍ର’ ରିଲିଜ୍ ପୂର୍ବରୁ ଅନେକ ରେକର୍ଡ ଭାଙ୍ଗିବାକୁ ବସିଲାଣି। ଏହି ଚଳଚ୍ଚିତ୍ର ଆସନ୍ତାକାଲି ରିଲିଜ୍ ହେବାକୁ ଥିବା ବେଳେ ବକ୍ସ ଅଫିସରେ ଏହି ଚଳଚ୍ଚିତ୍ର ବର୍ଷର ସର୍ବୋଚ୍ଚ ଆଡଭାନ୍ସ ବୁକିଂ ତାଲିକାରେ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛି। ବ୍ରହ୍ମାସ୍ତ୍ର ବର୍ଷର ଏଭଳି ଏକ ବଲିଉଡ ଚଳଚ୍ଚିତ୍ର ହୋଇପାରିଛି ଯାହାର ଆଡଭାନ୍ସ ବୁକିଂ ନୂଆ ରେକର୍ଡ ସୃଷ୍ଟି କରିବାକୁ ଯାଉଛି। ଚଳିତ ବର୍ଷ କେଜିଏଫ-୨ ଅଗ୍ରୀମ ବୁକିଂ କ୍ଷେତ୍ରରେ ଶୀର୍ଷରେ … Continue reading କମାଲ କଲା ବ୍ରହ୍ମାସ୍ତ୍ର : ରିଲିଜ୍ ପୂର୍ବରୁ ଆଡ଼ଭାନ୍ସ ବୁକିଂରୁ ଆୟ କଲା ୧୮କୋଟି