୧୭ ବର୍ଷରୁ କମ୍ ମହିଳା ବିଶ୍ବକପ୍ ଫୁଟବଲ୍ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୧୭ ବର୍ଷରୁ କମ୍ ମହିଳା ବିଶ୍ବକପ୍ ଫୁଟବଲ୍ ଲୋଗୋ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ। କଳିଙ୍ଗ ଷ୍ଟାଡିଅମରେ ଏକ ସ୍ଵତନ୍ତ୍ର ଉତ୍ସବରେ ଫିଫା ୧୭ ବର୍ଷରୁ କମ୍ ମହିଳା ବିଶ୍ବକପ୍ ଫୁଟବଲ୍ ଇଣ୍ଡିଆ ୨୦୨୨ର ଲୋଗୋ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ମୁଖ୍ୟମନ୍ତ୍ରୀ ସ୍କୁଲ ଫୁଟବଲ କାର୍ନିଭାଲର ମଧ୍ୟ ଉଦଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଫିଫା ପକ୍ଷରୁ ଜର୍ସି ଗ୍ରହଣ କରିଛନ୍ତି। ଭାରତୀୟ ଟିମ୍ ସହ ଫଟୋ ଉଠାଇ … Continue reading ୧୭ ବର୍ଷରୁ କମ୍ ମହିଳା ବିଶ୍ବକପ୍ ଫୁଟବଲ୍ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ