ନକଲି ଔଷଧ କାରବାର ମାମଲା: ଦୁଇ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

କଟକ: କଟକରେ ନକଲି ଔଷଧ କାରବାର ମାମଲା। ପୁଲିସ ନିକଟରେ ଆତ୍ମସମର୍ପଣ କଲେ ୨ ଅଭିଯୁକ୍ତ। ଅଭିଯୁକ୍ତ ଦୁଇଜଣ ଦେଲେ ସଞ୍ଜୟ ଜଲାଲ ଓ ରାହୁଲ ଶ୍ୟାଲ। ପୁରୀଘାଟ ଥାନାରେ ଦୁଇ ଅଭିଯୁକ୍ତ ଆତ୍ମସମର୍ପଣ କରିଛନ୍ତି। ନକଲି ମେଡିସିନ କାରବାର ମାମଲାରେ ସେମାନଙ୍କୁ ପଚରାଉଚରା ହେବ। ଦୁଇ ଔଷଧ ବିତରକ ସଂସ୍ଥାର ଅନ୍ୟ କିଛି କର୍ମଚାରୀଙ୍କୁ ପୁଲିସ ପଚରାଉଚରା କରୁଛି। ଆବଶ୍ୟକ ପଡିଲେ ଏହି ଦୁଇ ସଂସ୍ଥାର ଅଫିସ ସିଲ … Continue reading ନକଲି ଔଷଧ କାରବାର ମାମଲା: ଦୁଇ ଅଭିଯୁକ୍ତଙ୍କ ଆତ୍ମସମର୍ପଣ