ଆଉ ଜଣେ ଚାଷୀଙ୍କ ଆତ୍ମହତ୍ୟା

ସୋର: ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ୍ ନୂଆଗାଁ ଗ୍ରାମର ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ଗୌରାଙ୍ଗ ବାରିକ (୪୮)। ସେ ୫ ଏକର ଜମିରେ ଭାଗ ଚାଷ କରିଥିଲେ। ସେ ଗୋବିନ୍ଦପୁର ସୋସାଇଟିରୁ ୧୨ ହଜାର ଟଙ୍କା, ଔପଦା କୋଅପରେଟିଭ୍‌ ବ୍ୟାଙ୍କରୁ ୧୫ ହଜାର ଟଙ୍କା, ବନ୍ଧନ ସଂସ୍ଥାରୁ ୪୦ ହଜାର ଟଙ୍କା ଓ ସ୍ପନ୍ଦନ ସଂସ୍ଥାରୁ ୨୧ ହଜାର ଟଙ୍କା ଲୋନ୍ ଆଣି … Continue reading ଆଉ ଜଣେ ଚାଷୀଙ୍କ ଆତ୍ମହତ୍ୟା