ହୃଦ୍‌ଘାତରେ ପାକିସ୍ତାନୀ ଅମ୍ପେୟାର୍‌ ଅସଦ ରୌଫ୍‌ଙ୍କ ପରଲୋକ

ଇସ୍‌ଲାମ୍‌ବାଦ୍‌: ପାକିସ୍ତାନର କେତେ ଜଣ ଜଣାଶୁଣା ଅମ୍ପେୟାର୍‌ଙ୍କ ମଧ୍ୟରୁ ଅସଦ ରୌଫ୍‌ ଅନ୍ୟତମ। ତାଙ୍କର ବୁଧବାର ରାତିରେ ଅଚାନକ ମୃତ୍ୟୁ ଘଟିଛି। ପୂର୍ବତନ ଅମ୍ପେୟାର ଅସଦ ହୃଦ୍‌ଘାତର ଶିକାର ହୋଇ ୬୬ ବର୍ଷ ବୟସରେ ମୃତ୍ୟୁ ବରଣ କରିଥିବା ସୂଚନା ରହିଛି। ସେ ତାଙ୍କର ୧୩ ବର୍ଷର କ୍ୟାରିୟର୍‌ ମଧ୍ୟରେ ୪୯ ଟେଷ୍ଟ୍‌, ୯୮ ୱାନ୍‌ଡେ ଓ ୨୩ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ୍‌‌ରେ ଅମ୍ପେୟାରିଂ କରିଛନ୍ତି। ତାଙ୍କ ଉପରେ ୨୦୧୩ … Continue reading ହୃଦ୍‌ଘାତରେ ପାକିସ୍ତାନୀ ଅମ୍ପେୟାର୍‌ ଅସଦ ରୌଫ୍‌ଙ୍କ ପରଲୋକ