କୂଆଖାଇ ନଦୀପଠାରେ ‘ସୂର୍ଯ୍ୟକିରଣ’ ଏୟାର ସୋ’ର ପୂର୍ଣ୍ଣ ଅଭ୍ୟାସ

ଭୁବନେଶ୍ବର: ରାଜଧାନୀ ଉପକଣ୍ଠରେ ଥିବା କୂଆଖାଇ ନଦୀପଠାରେ ‘ସୂର୍ଯ୍ୟକିରଣ’ ଏୟାର ସୋ’ର ପୂର୍ଣ୍ଣ ଅଭ୍ୟାସ ଅନୁଷ୍ଠିତ ହୋଇଛି। ବାୟୁସେନାର ୨ଟି ବିମାନ ଗତକାଲି କୂଆଖାଇ ନଦୀପଠାରେ ପରିଦର୍ଶନ କରିଥିଲା ବେଳେ ଗୁରୁବାର ପୂର୍ଣ୍ଣ ଅଭ୍ୟାସ କରିଛି। ଶୁକ୍ରବାର (ସେପ୍ଟେମ୍ବର ୧୬)ରେ ସୋ’ ପ୍ରଦର୍ଶିତ ହେବ। ବାୟୁସେନାର ୧୧ ହକ ବିମାନ ଏହି ସୋରେ ସାମିଲ ହୋଇଛନ୍ତି। ଏହି ହକ ବିମାନର ବ୍ୟବହାର କଣ ରହିଛି, ଦେଖାଯାଉଥିବା ସୋ’ର ପ୍ରତିଟି କୌଶଳକୁ … Continue reading କୂଆଖାଇ ନଦୀପଠାରେ ‘ସୂର୍ଯ୍ୟକିରଣ’ ଏୟାର ସୋ’ର ପୂର୍ଣ୍ଣ ଅଭ୍ୟାସ