ବରିଷ୍ଠ ବିଜେପି ବିଧାୟକ ପରଲୋକ : ପ୍ରଧାନମନ୍ତ୍ରୀ ,ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ବରିଷ୍ଠ ବିଜେପି ବିଧାୟକ ବିଷ୍ଣୁ ସେଠୀ ଆଉ ନାହାନ୍ତି। ଆଜି ସକାଳ ୭ଟା ୪୫ ମିନିଟ ସମୟରେ ତାଙ୍କର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୬୧ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ଧରି କିଡନି ରୋଗରେ ପୀଡ଼ିତ ଥିଲେ। ତାଙ୍କୁ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଥିଲା। ତାଙ୍କର ବିଧବା ପତ୍ନୀ, ଗୋଟିଏ ପୁତ୍ର ଓ କନ୍ୟା ଅଛନ୍ତି। ସେ … Continue reading ବରିଷ୍ଠ ବିଜେପି ବିଧାୟକ ପରଲୋକ : ପ୍ରଧାନମନ୍ତ୍ରୀ ,ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ