୨୪ ଘଣ୍ଟା ମଧ୍ୟରେ ୧୬ ଜିଲ୍ଲାରେ କାଳବୈଶାଖୀ : ୨୭ରୁ ପୁଣି ବଢ଼ିବ ବର୍ଷାର ବିସ୍ତୃତି

ଭୁବନେଶ୍ୱର: ରାଜ୍ୟ ଉପରେ ସଂପ୍ରତି ଏକ ନିମ୍ନଚାପ ରେଖା ସକ୍ରିୟ ରହିଛି। ଏହାର ପ୍ରଭାବରେ ଉପକୂଳ ଓଡିଶା ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ମେଘୁଆ ପାଗ ସହ ଲାଗିରହିଛି ହାଲୁକାରୁ ମାଧ୍ୟମ ଧରଣର ବର୍ଷା। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ … Continue reading ୨୪ ଘଣ୍ଟା ମଧ୍ୟରେ ୧୬ ଜିଲ୍ଲାରେ କାଳବୈଶାଖୀ : ୨୭ରୁ ପୁଣି ବଢ଼ିବ ବର୍ଷାର ବିସ୍ତୃତି