ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ: ଭୁବନେଶ୍ବରରେ ପହଞ୍ଚିଲେ ୨ଟି ଟିମ୍‌, ଆସନ୍ତା କାଲି ବାରବାଟୀରେ ମ୍ୟାଚ୍‌

ଭୁବନେଶ୍ବର: ସେପ୍ଟେମ୍ବର ୨୬ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟର ଏକ ଲିଗ୍‌ ମ୍ୟାଚ ଖେଳାଯିବ। ଏଥି ପାଇଁ ବାରବାଟୀ ପ୍ରସ୍ତୁତ ହୋଇଯାଇଥିବା ବେଳେ ଆଜି ଅପରାହ୍ନରେ ଭୁବନେଶ୍ବରରେ ୨ଟି ଟିମ୍‌ ଆସି ପହଞ୍ଚିଛନ୍ତି। ଲିଜେଣ୍ଡସ୍‌ ଲିଗ କ୍ରିକେଟର ୨ଟି ଟିମ୍‌ ଯଥା ଭିଲ୍‌ୱାରା କିଙ୍ଗ୍ସ ଓ ମଣିପାଲ ଟାଇଗର୍ସ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଲା ପରେ ସେମାନେ ସିଧାସଳଖ ହୋଲେଟ ମେ … Continue reading ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ: ଭୁବନେଶ୍ବରରେ ପହଞ୍ଚିଲେ ୨ଟି ଟିମ୍‌, ଆସନ୍ତା କାଲି ବାରବାଟୀରେ ମ୍ୟାଚ୍‌