‘ଡେମୋକ୍ରାଟିକ୍‌ ଆଜାଦ୍‌ ପାର୍ଟି’ ଗଠନ କଲେ ଗୁଲାମ୍‌ ନବୀ ଆଜାଦ୍

ଜମ୍ମୁ: ପୂର୍ବତନ କଂଗ୍ରେସ ନେତା ଗୁଲାମ୍‌ ନବୀ ଆଜାଦ୍‌ ଆଜି ତାଙ୍କର ନୂଆ ରାଜନୈତିକ ଦଳର ନାମ (ଡେମୋକ୍ରାଟିକ୍‌ ଆଜାଦ୍‌ ପାର୍ଟି) ଘୋଷଣା କରିବା ସହିତ ଦଳର ପତାକା ମଧ୍ୟ ଉନ୍ମୋଚନ କରିଛନ୍ତି। କଂଗ୍ରେସଠାରୁ ସମ୍ପର୍କ ଛିନ୍ନ କରିବାର ପ୍ରାୟ ମାସେ ପରେ ଆଜି ଆଜାଦ୍‌ ତାଙ୍କ ନିଜସ୍ୱ ନୂଆ ରାଜନୈତିକ ଦଳର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଆଜି ଜମ୍ମୁରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଉଦ୍‌ବୋଧନ ଦେଇ ସେ … Continue reading ‘ଡେମୋକ୍ରାଟିକ୍‌ ଆଜାଦ୍‌ ପାର୍ଟି’ ଗଠନ କଲେ ଗୁଲାମ୍‌ ନବୀ ଆଜାଦ୍