୨୪ ଘଣ୍ଟାରେ ଦେଶରେ ୩,୨୩୦ କରୋନା ସଂକ୍ରମିତ ଚିହ୍ନଟ : ୩୨ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଳୀ: ଦେଶରେ ଦୈନିକ ସଂକ୍ରମଣ ଏବେ ନିୟନ୍ତ୍ରଣରେ ରହିଛି। ଗତକାଲି ୪,୧୨୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୦ ମୃତ୍ୟୁ ରେକର୍ଡ କରାଯାଇଥିବା ବେଳେ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ରହିଛି ୩,୨୩୦। ନୂତନ ସଂକ୍ରମଣକୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୫,୭୫, ୪୭୩ରେ ପହଞ୍ଚିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୩୫୮ରେ ପହଞ୍ଚିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍‌ସାଇଟ୍‌ରେ ଏହି ସୂଚନା ଦିଆଯାଇଛି। ଆଜି ଆଉ ୩୨ ଜଣଙ୍କର … Continue reading ୨୪ ଘଣ୍ଟାରେ ଦେଶରେ ୩,୨୩୦ କରୋନା ସଂକ୍ରମିତ ଚିହ୍ନଟ : ୩୨ ଜଣଙ୍କ ମୃତ୍ୟୁ