ଆଶା ପାରେଖଙ୍କୁ ସମ୍ମାନଜନକ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ମୁମ୍ବାଇ: ବଲିଉଡ୍‌ର ବରି‌ଷ୍ଠ ଅଭିନେତ୍ରୀ ଆଶା ପାରେଖଙ୍କୁ ମିଳିବ ସମ୍ମାନଜନକ ଦାଦା ସାହେବ ଫାଲ୍‌କେ ଆୱାର୍ଡ। ହିନ୍ଦୀ ସିନେମାରେ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ଏହି ଆୱାର୍ଡ ତାଙ୍କୁ ଦିଆଯିବ। ଏହି ଖବର ପ୍ରକାଶ ପାଇବା ପରେ ଲୋକେ ସୋସିଆଲ୍‌ ମିଡିଆରେ ଆଶା ପାରେଖଙ୍କୁ ଅଭିନନ୍ଦନ ଜଣାଇବା ଆରମ୍ଭ କରି ଦେଇଛନ୍ତି। ଏ ନେଇ ଗଣମାଧ୍ୟମ ସଂସ୍ଥା ଏଏନ୍‌ଆଇକୁ ଖବର ଦେଇଛନ୍ତି କେନ୍ଦ୍ରୀୟ ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅନୁରାଗ … Continue reading ଆଶା ପାରେଖଙ୍କୁ ସମ୍ମାନଜନକ ଦାଦା ସାହେବ ଫାଲ୍‌କେ ଆୱାର୍ଡ