ଗାନ୍ଧି ଜୟନ୍ତୀରୁ ରାଜ୍ୟବ୍ୟାପୀ ବିଜେଡିର ଜନସଂପର୍କ ପଦଯାତ୍ରା

ଭୁବନେଶ୍ବର: ଆଗାମୀ ଅକ୍ଟୋବର ୨ ତାରିଖ ଗାନ୍ଧି ଜୟନ୍ତୀରୁ ରାଜ୍ୟବ୍ୟାପୀ ବିଜେଡି ପକ୍ଷରୁ ଜନସଂପର୍କ ପଦଯାତ୍ରା ଆରମ୍ଭ ହେବ। ଏହା ନଭେମ୍ବର ୨ ତାରିଖ ଯାଏଁ ଚାଲିବ। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ଏହି ସାମ୍ବାଦିକ ସମ୍ମିଳନୀରେ ବିଜେଡି ନେତା ଦେବୀ ମିଶ୍ର, ଅରୁଣ ସାହୁ, ପ୍ରମିଳା ମଲ୍ଲିକ ଓ ଦେବୀ ପ୍ରସାଦ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ବରମୁଣ୍ଡା ପଡ଼ିଆରେ ବିଜେଡି ପକ୍ଷରୁ ଚଳିତ … Continue reading ଗାନ୍ଧି ଜୟନ୍ତୀରୁ ରାଜ୍ୟବ୍ୟାପୀ ବିଜେଡିର ଜନସଂପର୍କ ପଦଯାତ୍ରା