ଫିକା ପଡ଼ିବ କି ପୂଜା ମାହୋଲ : ଅକ୍ଟୋବାର ୧ରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଏବଂ ଏହାର ଆଖପାଖ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ବର୍ତ୍ତମାନ ଏହା ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବସ୍ଥିତ ରହିବା ସହ ସମୁଦ୍ର ପତନଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ଅକ୍ଟୋବର ୧ରେ ଉତ୍ତର-ପୂର୍ବ ଏବଂ ଏହାର ଆଖପାଖ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ … Continue reading ଫିକା ପଡ଼ିବ କି ପୂଜା ମାହୋଲ : ଅକ୍ଟୋବାର ୧ରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ