ଭାରତର ନୂଆ ସିଡିଏସ୍ ଲେପ୍ଟନାଣ୍ଟ ଜେନେରାଲ ଅନୀଲ ଚୌହାନ

ନୂଆଦିଲ୍ଲୀ : ଲେପ୍ଟନାଣ୍ଟ ଜେନେରାଲ ଅନୀଲ ଚୌହାନ ଭାରତର ନୂଆ ଚିଫ ଅଫ ଡିଫେନ୍ସ ଷ୍ଟାଫ୍ (ସିଡିଏସ) ନିଯୁକ୍ତ କରାଯାଇଛି। ସେ ଗତ ବର୍ଷ ମେ ମାସରେ ସେନାରୁ ଅବସର ଗ୍ରହଣ କରିଥିଲେ। ଦେଶର ପ୍ରଥମ ସିଡିଏସ ଜେନେରାଲ ବିପିନ ରାଓ୍ବତଙ୍କ ମୃତ୍ୟୁର ୯ ମାସ ପରେ ଦେଶ ୨ୟ ସିଡିଏସଙ୍କୁ ପାଇଛି। ସିଡିଏସ ପଦଭାର ସହ ସେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରାଳୟ ଅଧିନସ୍ଥ ମିଲିଟାରୀ ବ୍ୟାପାର ବିଭାଗର ସଚିବ … Continue reading ଭାରତର ନୂଆ ସିଡିଏସ୍ ଲେପ୍ଟନାଣ୍ଟ ଜେନେରାଲ ଅନୀଲ ଚୌହାନ