ତ୍ରୟମାସିକ ପତ୍ରିକା ‘ସ୍ମୃତି ସାନ୍ତ୍ୱନା’ର ଏକାଦଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର : ତ୍ରୟମାସିକ ପତ୍ରିକା ‘ସ୍ମୃତି ସାନ୍ତ୍ୱନା’ର ଏକାଦଶତମ ବାର୍ଷିକ ଉତ୍ସବ ଭୁବନେଶ୍ୱରସ୍ଥିତ ସଭାଗୃହରେ ସମ୍ପାଦିକା ସବିତାରାଣୀ ବେହେରାଙ୍କ ଆବାହକତ୍ୱରେ ତା ୨୭/୦୯/୨୦୨୨ରିଖ ସଂନ୍ଧ୍ୟା ୫.୫୦ ସମୟରେ ଅନୁଷ୍ଠିତ ହୋଇଯାଇଛି। ଅତିଥିମାନେ ଦ୍ୱୀପ ପ୍ରଜ୍ୱଳନ କରିବା ସହ ଡ. ପ୍ରତିମାରାଣୀ ମିଶ୍ର ଷଡଙ୍ଗୀ ଦେବୀପାଠ କରିଥିଲେ। ମୋନିକା ମହାପାତ୍ର ଓ ଚମକ ଚାନ୍ଦନୀ ଦାସ ପ୍ରମୁଖ ସଙ୍ଗୀତ ଗାନ କରିଥିଲେ। ଡ. ଗିତାଶ୍ରୀ ପ୍ରିୟମ୍ବଦାଙ୍କ ସଞ୍ଚାଳନରେ ସଭାକାର୍ଯ୍ୟ ଆରମ୍ଭ କରିଥିଲେ। … Continue reading ତ୍ରୟମାସିକ ପତ୍ରିକା ‘ସ୍ମୃତି ସାନ୍ତ୍ୱନା’ର ଏକାଦଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ