ସାବରମତି ଆଶ୍ରମରେ ଚରଖା ଚଳାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଅହମଦାବାଦ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଗସ୍ତରେ ସୋମବାର ଗୁଜରାଟର ଅହମଦାବାଦରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ହେବା ପରେ ଗୁଜରାଟକୁ ଏହା ତାଙ୍କର ପ୍ରଥମ ଗସ୍ତ। ଏହି ଗସ୍ତର ପ୍ରଥମ ଦିନରେ ରାଷ୍ଟ୍ରପତି ଅହମଦାବାଦରେ ସାବରମତି ଗାନ୍ଧୀ ଆଶ୍ରମରେ ପହଞ୍ଚି ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଚରଖା ଚଳାଇ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ସମୟରେ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଏବଂ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର … Continue reading ସାବରମତି ଆଶ୍ରମରେ ଚରଖା ଚଳାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ