ରାବଣ ପୋଡି ପାଇଁ କମିସନରେଟ ପୁଲିସର ପ୍ରସ୍ତୁତି

ଭୁବନେଶ୍ୱର: ରାବଣ ପୋଡି ପାଇଁ ଭୁବନେଶ୍ବରରେ ୫ ପ୍ଲାଟୁନ ଫୋର୍ସ ମୁତୟନ ହେବ। ଏହା ସହ ରାବଣପୋଡି ପାଇଁ ୨୮ଟି ଗାଇଡ଼ଲାଇନ ରହିଛି। ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ୧୦୦ ମିଟର ଜୋନ ଭିତରେ ଲୋକ ରହିବେ ନାହିଁ। ଲାଇସେନ୍ସପ୍ରାପ୍ତ ବାଣ ଦୋକାନୀଙ୍କଠାରୁ ବାଣ କିଣାଯାଇଥିବ। ସୁରକ୍ଷା ଦୃଷ୍ଟିକୋଣରୁ ବାରିକେଡ ର ବ୍ୟବସ୍ଥା କରାଯାଇଛି। ଭସାଣି ପାଇଁ ୧୭ରୁ ଉର୍ଦ୍ଧ୍ବ ପ୍ଲାଟୁନ … Continue reading ରାବଣ ପୋଡି ପାଇଁ କମିସନରେଟ ପୁଲିସର ପ୍ରସ୍ତୁତି