ବାଲିଯାତ୍ରା ପାଇଁ ଆରମ୍ଭ ହେଲା ପ୍ଳଟ ବୁକିଙ୍ଗ : ୧ ହଜାର ବର୍ଗଫୁଟ ପ୍ଲଟ ପାଇଁ ୫୦ ହଜାର ଟଙ୍କା

କଟକ: ଐତିହାସିକ ବାଲିଯାତ୍ରା ପାଖେଇ ଆସୁଛି। ଏଥିପାଇଁ ପ୍ଳଟ ବୁକିଙ୍ଗ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ପ୍ଲଟର ଦର ବଢ଼ିଛି। ଗ୍ରାହକଙ୍କୁ ୧ ହଜାର ବର୍ଗଫୁଟ ପ୍ଲଟ ପାଇଁ ୫୦ ହଜାର ଟଙ୍କା ଦେବାକୁ ପଡ଼ିବ। ଏନେଇ ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅନ୍ୟପଟେ ୨୦୧୯ ବାଲିଯାତ୍ରା ସମୟରେ ରେଜିଷ୍ଟ୍ରେସନ ଟଙ୍କା ଯେତିକି ରହିଥିଲା ତାହାର ଅନେକ ଗୁଣା ଟଙ୍କା ବୃଦ୍ଧି ହୋଇଥିବାରୁ ଚିନ୍ତାରେ କ୍ଷୁଦ୍ର ବ୍ୟବସାୟୀ। ପ୍ରଥମେ … Continue reading ବାଲିଯାତ୍ରା ପାଇଁ ଆରମ୍ଭ ହେଲା ପ୍ଳଟ ବୁକିଙ୍ଗ : ୧ ହଜାର ବର୍ଗଫୁଟ ପ୍ଲଟ ପାଇଁ ୫୦ ହଜାର ଟଙ୍କା