ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସମ୍ପ୍ରସାରଣ, ମହିଳାଙ୍କୁ ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା : ମମତାଙ୍କ କଥା ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ସମ୍ପ୍ରସାରଣ କରାଯାଇଛି। ଏହି ଯୋଜନାରେ ମହିଳାମାନଙ୍କୁ ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏ ନେଇ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ସଚିବାଳୟରେ ‘ଆମ ଗାଁ ଆମ ବିକାଶ’ କାର୍ଯ୍ୟକ୍ରମରେ ଭାଗ ନେବା ଅବସରରେ ମାଲକାନଗିରି ଜିଲ୍ଲାର କାଲିମେଳା ବ୍ଲକ୍‌ର ଜଣେ ମା’ ମମତା ପଡ଼ିଆମୀ … Continue reading ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସମ୍ପ୍ରସାରଣ, ମହିଳାଙ୍କୁ ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା : ମମତାଙ୍କ କଥା ରଖିଲେ ମୁଖ୍ୟମନ୍ତ୍ରୀ