ଜୀବନ ହାରିଲେ ଟେଲି ଅଭିନେତ୍ରୀ ବୈଶାଲୀ

ମୁମ୍ବାଇ: ଟିଭି ଇଣ୍ଡଷ୍ଟ୍ରିରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଜଣାଶୁଣା ଟେଲି ଅଭିନେତ୍ରୀ ବୈଶାଲୀ ଟକ୍କର ନିଜ ଘରେ ଆତ୍ମହତ୍ୟା କରିଥିବା ଖବର ମିଳିଛି। ଏହି ଅଭିନେତ୍ରୀ ଇନ୍ଦୋରରେ ନିଜ ଘରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଅଭିନେତ୍ରୀଙ୍କ ମୃତଦେହ ପାଖରୁ ଏକ ସୁୁଇସାଇଡ ନୋଟ ଜବତ କରି ପୁଲିସ ଘଟଣାର ତଦନ୍ତ କରୁଛି। ସୂଚନା ମୁତାବକ, ଅଭିନେତ୍ରୀଜଣକ ‘ୟେ ରିସ୍ତା କ୍ୟା କେହଲାତା ହେ’, ‘ସସୁରାଲ … Continue reading ଜୀବନ ହାରିଲେ ଟେଲି ଅଭିନେତ୍ରୀ ବୈଶାଲୀ